Odisha Link
Bridging the Missing Links in Odisha

ବଡ଼ ଖବର : ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର : ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ | 2 ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି | ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ | ସବୁଠୁ ବଡ଼ କଥା ହେଲା  ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନାମ ଘୋଷଣା କରିନାହିଁ |

Leave A Reply

Your email address will not be published.