Odisha Link
Bridging the Missing Links in Odisha
Daily Archives

February 13, 2024

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମମତା ଯୋଜନା ସହାୟତା ରାଶି ୨ ଗୁଣା କରିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ…

ଖୁସି ଖବର: ହ୍ରାସ ପାଇଲା ବିଜୁଳି ଦର,…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ପୂର୍ବରୁ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। କମିଲା ବିଜୁଳି ଦର। ଆଜି ବିଜୁଳି ଦର ହ୍ରାସ କଲେ ଓଇଆରସି। ଘରୋଇ ଉପଭୋକାକ୍ତ ପାଇଁ ବିଜୁଳି ଦର ହ୍ରାସ ପାଇଛି। ପ୍ରତ୍ୟକ ସ୍ଲାବରେ ହ୍ରାସ ପାଇଛି ୧୦ ପଇସା। ସେହିପରି ଅନ୍ୟ କ୍ୟାଟାଗୋରୀ ଉପଭୋକ୍ତାଙ୍କ ପାଇଁ ଦର ଅପରିବର୍ତ୍ତିତ…

୧ କୋଟି ପରିବାରକୁ ମିଳିବ ମାଗଣା ବିଜୁଳି;…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କର ଦ୍ୱିତୀୟ କାର୍ଯ୍ୟକାଳର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଥିଲେ। ଆସନ୍ତା ୫ ବର୍ଷରେ ୩କୋଟି ହିତାଧିକାରୀଙ୍କୁ ଘର ପାଇଁ ଅନୁଦାନ ଦିଆଯିବ। ଏକ କୋଟି ପରିବାରକୁ ୩୦୦ ୟୁନିଟ ମାଗଣା ବିଜୁଳି ଦିଆଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ…

କଂଗ୍ରେସର ନିର୍ବାଚନୀ କସରତ: ପ୍ରଚାର…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ମଧ୍ୟରେ କଂଗ୍ରେସ ବି ଏହି ରେସରେ ନିଜ…

ଦିଲ୍ଲୀରେ ଗର୍ଜନ କରୁଛନ୍ତି ହଜାର ହଜାର…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଗର୍ଜନ କରୁଛନ୍ତି ହଜାର ହଜାର ଚାଷୀ। କୃଷକ ଆନ୍ଦୋଳନକୁ ନଜରରେ ରଖି ଦିଲ୍ଲୀରେ ସମାବେଶ କଟକଣା ଜାରି କରାଯାଇଛି। ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍‌ ଲଗାଯାଇଛି। ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ମନା ବୋଲି ଦିଲ୍ଲୀ କମିଶନର କହିଛନ୍ତି। ପିସ୍ତଲ,…

ନୂଆ-ଓ ଛାତ୍ରବୃତ୍ତି: କେଉଁମାନଙ୍କୁ…

ଓଏଲ୍ ବ୍ୟୁରୋ: ଯାଜପୁର ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଯାଜପୁର ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଛାତ୍ରଛାତ୍ରୀଙ୍କୁ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଭବିଷ୍ୟତ ପାଇଁ ସଫଳତାର ଟିପ୍ସ ଦେଉଛନ୍ତି। ଏହି ଅବସରରେ ୫-ଟି…

କଟକରୁ ବିଧାୟକ ହେବେ ଅରିନ୍ଦମ!

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଓଡ଼ିଶା ରାଜନୀତି ସରଗରମ। ବିଭିନ୍ନ ଦଳ ସାଧାରଣ ନିର୍ବାଚନକୁ ନଜରରେ ରଖି ରଣନୀତି ପ୍ରସ୍ତୁତ କରୁଥିବା ବେଳେ ରାଜ୍ୟସଭା ନିର୍ବାଚନକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଫେବ୍ରୁଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାରୁ ୩ଜଣ…

ପୁଣି ଘନକୁହୁଡ଼ିକୁ ନେଇ ସତର୍କ ସୂଚନା;…

ଓଏଲ୍‌ ବ୍ୟୁରୋ: ପୁଣି ଘନକୁହୁଡ଼ିକୁ ନେଇ ସତର୍କତା ଜାରି ହୋଇଛି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଦିଲ୍ଲୀରେ ଘନ କୁହୁଡ଼ିର ଆସ୍ତରଣ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଘନ କୁହୁଡି…

ନାମାଙ୍କନ ଭରିଲେ ଶୁଭାଶିଷ ଓ ଦେବାଶିଷ;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏହାରି ମଧ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ…

ରାଜ୍ୟସଭା ନିର୍ବାଚନ: ନାମାଙ୍କନ ଭରିଲେ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏହାରି ମଧ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ…