Odisha Link
Bridging the Missing Links in Odisha

ଯାଜପୁର ଗସ୍ତରେ ୫-ଟି ଅଧ୍ୟକ୍ଷ; ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଦେଲେ ଗୁରୁମନ୍ତ୍ର

ଓଏଲ୍ ବ୍ୟୁରୋ: ଯାଜପୁର ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଯାଜପୁର ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଛାତ୍ରଛାତ୍ରୀଙ୍କୁ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଭବିଷ୍ୟତ ପାଇଁ ସଫଳତାର ଟିପ୍ସ ଦେଉଛନ୍ତି।

ସୂଚନା ଅନୁସାରେ, ଗତ ସେପ୍ଟେମ୍ବର ମାସରେ ତିନିଆ ଦିନିଆ ଯାଜପୁର ଜିଲ୍ଲା ଗସ୍ତର ଥିଲେ ୫-ଟି ସଚିବ ଭି.କେ.ପାଣ୍ଡିଆନ। ଜନ ପ୍ରାୟ ୨୫ ହଜାର ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା। ଏହା ସହ ଫାଇଭ-ଟି ସଚିବ ସେବାୟତ ଓ ସାଧାରଣ ଲୋକଙ୍କ ସହିତ କଥା ହୋଇଥିଲେ। ପରେ ମିଶନ ଶକ୍ତି କାଫେରେ ପହଞ୍ଚି ମାଆମାନଙ୍କ ସହିତ ଆଲୋଚନା କରିଥିଲେ। ସ୍ଵୟଂ ସହାୟକ ଗୋଷ୍ଠୀ, କମ୍ୟୁନିଟି ଷ୍ଟାଫ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ସ୍ଥାନୀୟ ବାସିନ୍ଦାଙ୍କ ଠାରୁ ୫-ଟି ସଚିବ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ।

Leave A Reply

Your email address will not be published.