Odisha Link
Bridging the Missing Links in Odisha
Daily Archives

February 14, 2024

ବଢ଼ିଲା କଳାକାର ଭତ୍ତା, ଉପକୃତ ହେବେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ପାଖେଇ ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ୪ ଦିନରେ ବଡ଼ ବଡ଼ ଘୋଷଣା ମାନ କରି ଚାଲିଛନ୍ତି। ଏହିସବୁ ମଧ୍ୟରେ ଆଜି ମଧ୍ୟ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ କଳାକାର…

ବଡ଼ ଖବର: ରାଜ୍ୟସଭା ନିର୍ବାଚନରେ ଅଶ୍ବିନୀ…

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ…

ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ…

ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏହାରି ମଧ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ…

ଆଜି ପବିତ୍ର ବସନ୍ତ ପଞ୍ଚମୀ; ଧରାପୃଷ୍ଠରେ…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା। ସାରା ଦେଶରେ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ବଡ଼ ଧୁମଧାମରେ ପାଳନ ହେଉଛି।ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ୱତୀ।ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ପାଳନ କରାଯାଏ ସରସ୍ୱତୀ ପୂଜା। ସରସ୍ୱତୀଙ୍କୁ ଜ୍ଞାନର ଦେବୀ…