Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଆରଟିଓ; ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢ଼ାଉ

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଜାରି ହୋଇଛି। ବୌଦ୍ଧ, ଗଞ୍ଜାମ ଓ ଭୁବନେଶ୍ବରରେ ଚାଲିଛି ଭିଜିଲାନ୍ସ ରେଡ୍। ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ହୋଇଛି।

Leave A Reply

Your email address will not be published.