Odisha Link
Bridging the Missing Links in Odisha

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଏକାଧିକ ଯବାନ ଆହତ

ଓଏଲ୍ ବ୍ୟୁରୋ: କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି। ବୌଦ୍ଧରେ ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବିସ୍ଫୋରଣରେ ଏକାଧିକ ଏସଓଜି ଯବାନ ଗୁରୁତର ହୋଇଛନ୍ତି। ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଛି।

Leave A Reply

Your email address will not be published.