Odisha Link
Bridging the Missing Links in Odisha
Daily Archives

February 15, 2024

ପରଲୋକରେ ଅନୁଭବଙ୍କ ବାପା

ଓଏଲ୍‌ ବ୍ୟୁରୋ: ଆଖିବୁଝିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଚେହେରା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି। କିଛି ଦିନ ହେବ ସ୍ୱାସ୍ଥ୍ୟଗତ ସମସ୍ୟା ଲାଗିରହିଥିଲା। ଅଭୟ ମହାନ୍ତି ଆଜି ଚିକିତ୍ସିତ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ସିନେ ନିର୍ଦ୍ଦେଶକ ତଥା ଓଡ଼ିଆ ଚଳଚ୍ଚିତ୍ରର କଳାକାର…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଏୟାରଲିଫ୍ଟ…

ଓଏଲ୍ ବ୍ୟୁରୋ: ନଳିକୁପା ଜଙ୍ଗଲରେ ଦିନ ୧୦ଟା ସମୟରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରେ ୨ଜଣ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଏସଓଜି ଯବାନଙ୍କୁ ଚିକିସ୍ଛା ପାଇଁ ପ୍ରଥମେ କଣ୍ଟାମାଲ ମେଡିକାଲ ଓ ପରେ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବଲାଙ୍ଗିରରେ…

ବାଜିଲାଣି ନିର୍ବାଚନୀ ବିଗୁଲ; ଆଜି…

ଓଏଲ୍‌ ବ୍ୟୁରୋ: ବାଜିଲାଣି ସାଧାରଣ ନିର୍ବାଚନ ବିଗୁଲ। ନିର୍ବାଚନ ପାଖେଇ ଆସୁଥିବାବେଳେ ପ୍ରସ୍ତୁତି ନେଇ ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ। ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ଆଜିଠୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନିର୍ବାଚନ…

ଆସନ୍ତାକାଲିଠୁ ଖଣ୍ଡଗିରି ମେଳା; ଭିଡ଼…

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚି ସାରିଛନ୍ତି। କଟକଣାମୁକ୍ତ ମେଳାର ଆୟୋଜନ ହେଉଥିବାରୁ…

ପରିବହନ କ୍ଷେତ୍ରରେ ନୂଆ ଅଧ୍ୟାୟ; ୨୦ଟି…

ଓଏଲ୍ ବ୍ୟୁରୋ: ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଗମନାଗମନ ସେବାରେ ଆସୁଛି ରୂପାନ୍ତରଣ। ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ଉତ୍ତମ ସେବା ପ୍ରଦାନ ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଆମ…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ…

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ତେବେ ଆଜି ରାଜ୍ୟସଭା ନିର୍ବାଚନ ପାଇଁ…

ଚିକିତ୍ସା କ୍ଷେତ୍ରରେ ସୁଦୃଢ଼ ବ୍ୟବସ୍ଥା:…

ଓଏଲ୍ ବ୍ୟୁରୋ: ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଯୋଡି ହୋଇଛି। ଆଜି ଲୋକାର୍ପିତ ହେବ ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ। ୭୫୦ ଶଯ୍ଯା ବିଶିଷ୍ଟ ଏହି ହସ୍ପିଟାଲକୁ ଲୋକାର୍ପଣ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ବର ଇନଫୋଭ୍ୟାଲି-୨ରେ ରାଜ୍ୟ ସରକାର…

ସୁପ୍ରିମକୋର୍ଟଙ୍କ ବଡ଼ ରାୟ:…

ଓଏଲ୍ ବ୍ୟୁରୋ: ନିର୍ବାଚନୀ ବଣ୍ଡର ଆଇନଗତ ବୈଧତା ନେଇ ସୁପ୍ରିମକୋର୍ଟ ବଡ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତି ଅନୁସାରେ, ନିର୍ବାଚନୀ ବଣ୍ଡ୍ ଆକାରରେ ଗ୍ରହଣ କରିହେବନି ପାଣ୍ଠି। ଇଲେକ୍ଟ୍ରୋରାଲ ବଣ୍ଡ ସ୍କିମକୁ ଅସାମ୍ବିଧାନିକ କହିଲେ ସୁପ୍ରିମକୋର୍ଟ। ନିର୍ବାଚନୀ ବଣ୍ଡକୁ ବନ୍ଦ କରିବାକୁ…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଏକାଧିକ ଯବାନ…

ଓଏଲ୍ ବ୍ୟୁରୋ: କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି। ବୌଦ୍ଧରେ ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବିସ୍ଫୋରଣରେ ଏକାଧିକ ଏସଓଜି ଯବାନ ଗୁରୁତର ହୋଇଛନ୍ତି। ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଛି।

ରାଜ୍ୟସଭା ନିର୍ବାଚନ: ନାମାଙ୍କନ ଭରିଲେ…

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ତେବେ ଆଜି ରାଜ୍ୟସଭା ନିର୍ବାଚନ ପାଇଁ…