Odisha Link
Bridging the Missing Links in Odisha
Daily Archives

February 16, 2024

ବିଜେଡିରେ ମିଶିଲେ ଅଂଶୁମାନ ମହାନ୍ତି

ଓଏଲ୍‌ ବ୍ୟୁରୋ: ନିର୍ବାଚନ ପୂର୍ବରୁ ଶକ୍ତି ବଢ଼େଇବାରେ ଲାଗିଛି ଶାସକ ବିଜୁ ଜନତା ଦଳ। ନିକଟରେ କେନ୍ଦ୍ରପଡ଼ାର ଚର୍ଚ୍ଚିତ ରାଜନେତା ତଥା ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି ହାତ ଛାଡ଼ିଥିଲେ। ଆଜି ବିଧିବଦ୍ଧ ଭାବେ ଶ୍ରୀ ମହାନ୍ତି ବିଜୁ ଜନତା ଦଳରେ ସାମିଲ ହେଲେ। ର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ…

ବଡ଼ ଖବର: ଏସଏଚଜି ମହିଳାଙ୍କୁ ୟୁନିଫର୍ମ…

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିି ନିଆଯାଇଛି। ଏହି ବୈଠକରେ ମୋଟ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ମହିଳା…

କ୍ୟାବିନେଟ: ୧୦ଟି ବିଭାଗର ୧୨ଟି…

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିି ନିଆଯାଇଛି। ଏହି ବୈଠକରେ ମୋଟ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ମହିଳା…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବଢ଼ିଲା…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି ନିଜେ କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର…

ଖଣ୍ଡଗିରି ଟ୍ରିପଲ ମର୍ଡର ଘଟଣା: ୧୦ ବର୍ଷ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ଖଣ୍ଡଗିରି ୨୦୧୪ରେ ଟ୍ରିପଲ ମର୍ଡର ଘଟଣା ସାମ୍ନାକୁ ଆସିଥିଲା। ଦୋଷୀ ସ୍ନେହସ୍ୱାକ୍ଷର ସାମଲକୁ ଆଜୀବନ ସଜା ଦେଲେ ଏଡିଜେ-୧। ଘଟଣାର ୧୦ ବର୍ଷ ପରେ ଦୋଷୀକୁ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି। ୨୦୧୪ରେ ଡାକ୍ତରଙ୍କ ଘରେ ପଶି ୩ ଜଣକୁ ଦୋଷୀ ସ୍ନେହସ୍ୱାକ୍ଷର ସାମଲ ହତ୍ୟା କରିଥିଲା।…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ରିପୋର୍ଟ ସାର୍ବଜନୀନ ପାଇଁ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇଛନ୍ତି। ଆସନ୍ତା ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି…

ବାଜିଲାଣି ନିର୍ବାଚନୀ ବିଗୁଲ; ଓଡ଼ିଶାରେ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ…

ଆଗକୁ ନିର୍ବାଚନ; ଶଙ୍ଖ ଭବନରେ ମିଶ୍ରଣ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ନେତା ମାନଙ୍କ ଦଳ ଡିଆଁ ପର୍ବ…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବଦଳିବେ…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର ହେଉ…

ପାଟଣାଗଡ଼ ବିସ୍ଫୋରଣ ଘଟଣା: ମୃତ୍ୟୁ…

ଓଏଲ୍ ବ୍ୟୁରୋ: ବେଲପଡ଼ା ଥାନା କାନୁଟ ଗାଁରେ ଭୟଙ୍କର ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଗ୍ୟାସ ପାଇପରେ ନିଆଁ ଲାଗିବାରୁ ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗତ ୧୨ରେ ଜଣେ ଓ ଗତକାଲି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ରାଉରକେଲା ଘରୋଇ ମେଡିକାଲରେ…