Odisha Link
Bridging the Missing Links in Odisha

ଚଣ୍ଡିଗଡ଼ ମେୟର ନିର୍ବାଚନ ମାମଲା: ସୁପ୍ରିମକୋର୍ଟ ଦେଲେ ବଡ଼ ରାୟ

ଓଏଲ୍‌ ବ୍ୟୁରୋ: ଚଣ୍ଡିଗଡ଼ ମେୟର ନିର୍ବାଚନ ମାମଲାକୁ ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ସୁପ୍ରିମକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଚଣ୍ଡିଗଡ଼ ମେୟର ନିର୍ବାଚନ ଘଟଣାରେ ପୁଣି ଥରେ ଭୋଟ ଗଣତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

୮ ନାକଚ ଭୋଟକୁ ଯୋଗ୍ୟ ଭାବେ ଗଣତି କରାଯିବ ବୋଲି ସୁପ୍ରିମକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି।

Leave A Reply

Your email address will not be published.