Odisha Link
Bridging the Missing Links in Odisha
Daily Archives

February 21, 2024

ମିଶ୍ରଣ ପର୍ବ: ବିଜେଡିରେ ସାମିଲ ହେଲେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ସେତେ ମିଶ୍ରଣ ପର୍ବ ଦେଖିବାକୁ ମିଳିଛି। ଆଜି ମଧ୍ୟାହ୍ନରେ ବିଜେଡିରୁ ବହିଷ୍କୃତ ହୋଇଥିବା ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ମିଶିଛନ୍ତି। ସେହିପରି ଆଜି ସନ୍ଧ୍ୟାରେ କଂଗ୍ରେସ ଓ ବିଜେପି ଛାଡ଼ି ବିଜେଡିରେ ମିଶିଛନ୍ତି ପଶ୍ଚିମ ଓଡ଼ିଶାର କିଛି…

ଦିଲ୍ଲୀରେ ଚାଷୀଙ୍କ ଗର୍ଜନ; ରୋକ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଗର୍ଜନ କରୁଛନ୍ତି ହଜାର ହଜାର ଚାଷୀ। କୃଷକ ଆନ୍ଦୋଳନକୁ ନଜରରେ ରଖି ଦିଲ୍ଲୀରେ ସମାବେଶ କଟକଣା ଜାରି କରାଯାଇଥିଲା। ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍‌ ଲଗାଯାଇଥିଲା। ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ମନା ବୋଲି ଦିଲ୍ଲୀ କମିଶନର କହିଥିଲେ।…

ବଢୁଛି ତାପମାତ୍ରା; ସତର୍କତା ଜାରି କଲା…

ଓଏଲ୍‌ ବ୍ୟୁରୋ: ଆପଣମାନେ ସ୍କୁଲରେ ‘ମାଘ ମାସରେ ବାଘ ଶୀତ…’, ପଢ଼ିଥିବେ ନିଶ୍ଚୟ। ଏହା କେବଳ ଏବେ ପଢା ବହି କିମ୍ବା ଢଗଢମାଳିରେ ହିଁ ସୀମିତ ରହିଯିବ। କାରଣ ଫେବ୍ରୁଆରୀ ନ ସରୁଣୁ ମାଘରେ ବାଘ ଶୀତ ବଦଳରେ ଅନୁଭୂତ ହେଲାଣି ଖରା। ଫେବ୍ରୁଆରୀରୁ ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବିଚାର…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର ହେଉ…

କଟକରେ ହେବ ବିଶ୍ୱସ୍ତରୀୟ ଷ୍ଟାଡିୟମ;…

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର…

ମାଟିରେ ମିଶିବ ବାରବାଟୀ ଷ୍ଟାଡିୟମ!

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର…

ପରିବହନ ବ୍ୟବସ୍ଥାରେ ସୁଦୃଢ଼ତା; ରାଜ୍ୟର…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି; ଆଦିବାସୀଙ୍କ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା…

ଓଡ଼ିଶା ଆସିବେ ମହାମହିମ; ଉତ୍କଳ…

ଓଏଲ୍‌ ବ୍ୟୁରୋ: ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଅପରାହ୍ଣ ସାଢ଼େ ୫ଟାରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ।…

‘ଜନବିରୋଧୀ ନେତାଙ୍କୁ କୋଳେଇ ନେଲା…

ଓଏଲ୍‌ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ…