କାଳିଆ ଯୋଜନା ବଢ଼ିଲା ଆଉ ୩ ବର୍ଷ,…
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି। ମୋଟ ୧୬ଟି ପ୍ରସ୍ତାବରେ ବାଜିଛି ମୋହର। କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଲେ ରାଜ୍ୟ ସରକାର। ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ…