Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଓଏଲ୍ ବ୍ୟୁରୋ: କେନ୍ଦ୍ରାପଡ଼ା ଓସ୍ତପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଗଛରେ ବୋଲେରୋ ପିଟି ହେବା ଦ୍ୱାରା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଗୁରୁତରଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.