Odisha Link
Bridging the Missing Links in Odisha

ବାଲେଶ୍ୱର ଜିଲ୍ଲାକୁ ନବୀନଙ୍କ ଭେଟି; ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଉପହାର। ୨୨୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାଲେଶ୍ୱରରେ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କରିଛନ୍ତି।

Leave A Reply

Your email address will not be published.