Odisha Link
Bridging the Missing Links in Odisha

ବାଇକ-ସ୍କୁଟି ଧକ୍କା; ଚାଲିଗଲା ୩ ଜୀବନ

ଓଏଲ୍‌ ବ୍ୟୁରୋ: ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ବାଇକ୍‌ ସ୍କୁଟି ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଉଦଳା ରାସ୍ତା ବାଲିଯୋଡ଼ା ଛକରେ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ରହିଛି। ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.