Odisha Link
Bridging the Missing Links in Odisha
Monthly Archives

February 2024

ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ମଝିରେ ଆଉ ଏକ ମାସ ସମୟ। ତେବେ ଭୋଟ ଗ୍ରହଣ ପାଇଁ କେମିତି ଚାଲିଛି ସଜବାଜ, ବିଭିନ୍ନ ରାଜ୍ୟକୁ ଯାଇ ପ୍ରସ୍ତୁତିର ଅନୁଧ୍ୟାନ କରୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ନହୋଇଥିବା ବେଳେ ଓଡ଼ିଶା ରାଜନୀତି ସରଗରମ। ସାଧାରଣ ନିର୍ବାଚନକୁ…

ମିଶନ ଶକ୍ତି ବଜାର ବୁଲି ଦେଖିଲେ ବିଲ୍‌…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଭୁବନେଶ୍ୱର ମାଆ ମଙ୍ଗଳା ବସ୍ତିରେ ବିଲ୍ ଗେଟ୍ସ ପହଞ୍ଚି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହା ସହ ମିଶନ ଶକ୍ତି ବଜାର ବୁଲି ଦେଖିଲେ ବିଲ୍‌ ଗେଟ୍‌ସ। ବିଭିନ୍ନ ପ୍ରକଳ୍ପକୁ ନେଇ ୫-ଟି ଅଧ୍ୟକ୍ଷଙ୍କ ସହ କଲେ…

ବରପଦା ଇଂଜିନିୟରିଂ କଲେଜ ଜମି ମାମଲା:…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନ ପାଖେଇ ଆସୁଥିବା ବେଳେ ତା ଠିକ୍‌ ପୁର୍ବରୁ ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଇଡି ପ୍ରଫୁଲ ସାମଲଙ୍କ ଘରେ ରେଡ୍‌ କରିଥିବା ବେଳେ ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅକୁ ଇଡି ସମନ କରିଛି।…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ;…

ଓଏଲ୍‌ ବ୍ୟୁରୋ: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ୨୦୨୪ ବର୍ଷ ପାଇଁ ଏହା ପଞ୍ଚମ କ୍ୟାବିନେଟ୍ ବୈଠକ ହେବ। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ…

କୃଷି ଭବନରେ ବିଲ୍‌ ଗେଟ୍‌ସ; ଉନ୍ନତ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଭୁବନେଶ୍ୱର ମାଆ ମଙ୍ଗଳା ବସ୍ତିରେ ବିଲ୍ ଗେଟ୍ସ ପହଞ୍ଚି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଲ୍ ଗେଟ୍ସ ଫାଉଣ୍ଡେସନର ସହଯୋଗରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଜାରି। ଘରକୁ ଘର ଯାଇ ବସ୍ତି…

ବାଲେଶ୍ୱର ଜିଲ୍ଲାକୁ ନବୀନଙ୍କ ଭେଟି;…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଉପହାର। ୨୨୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାଲେଶ୍ୱରରେ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କରିଛନ୍ତି।

ଭୁବନେଶ୍ୱରରେ ବସ୍ତି ବୁଲିବା ସହ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଭୁବନେଶ୍ୱର ମାଆ ମଙ୍ଗଳା ବସ୍ତିରେ ବିଲ୍ ଗେଟ୍ସ ପହଞ୍ଚି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଲ୍ ଗେଟ୍ସ ଫାଉଣ୍ଡେସନର ସହଯୋଗରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଜାରି। ଘରକୁ ଘର ଯାଇ ବସ୍ତି…

ହିମାଚଳ ପ୍ରଦେଶରେ ବଡ଼ ହଲଚଲ: ମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ହିମାଚଳ ପ୍ରଦେଶରେ ବଡ଼ ହଲଚଲ। ରାଜ୍ୟରେ ରାଜ୍ୟସଭା ନିର୍ବାଚନ ଫଳାଫଳର ଗୋଟିଏ ଦିନ ପରେ ହିମାଚଳ ପ୍ରଦେଶ ମନ୍ତ୍ରୀ ବିକ୍ରମାଦିତ୍ୟ ସିଂ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି, "ମୁଁ କେବଳ କହିବାକୁ ଚାହେଁ ଯେ ବର୍ତ୍ତମାନର ପରିସ୍ଥିତିରେ ସରକାରଙ୍କ ଏକ ଅଂଶ ଭାବରେ କାର୍ଯ୍ୟ…

ଆଜି ସଂଧ୍ୟାରେ ଉନ୍ମୋଚିତ ହେବ…

ଓଏଲ୍‌ ବ୍ୟୁରୋ: ଆଜି ଅଗ୍ରଣୀ ପ୍ରକାଶନ ସଂସ୍ଥା ‘ପେନ୍‌ ଇନ୍‌ ବୁକ୍ସ’ ପକ୍ଷରୁ ଚିତ୍ତରଞ୍ଜନ ଚିରଞ୍ଜିତଙ୍କ ରଚିତ 'ତିନି ଦଶନ୍ଧିର ଓଡ଼ିଶା' ଉନ୍ମୋଚନ ହେବ। ସନ୍ଧ୍ୟା ୬ ଘଟିକା ସମୟରେ ଭୁବନେଶ୍ବରସ୍ଥିତ ଜୟଦେବ ଭବନ ଠାରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ସମାରୋହରେ ବରିଷ୍ଠ ରାଜନେତା ତଥା…

ସ୍ୱାବଲମ୍ବୀ ହେଉଛନ୍ତି ମହିଳା; ମିଶନ…

ଓଏଲ୍‌ ବ୍ୟୁରୋ: ଆହୁରି ସଶକ୍ତ ହେବେ ମହିଳା। ଏସ୍‌‌ଏଚ୍‌‌ଜିଙ୍କୁ ଏମ୍‌ଏସ୍‌‌ଏମ୍‌‌ଇରେ ପରିଣତ କରି ମହିଳାମାନଙ୍କୁ ରୋଜଗାରକ୍ଷମ କରିବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ମହିଳାମା‌ନେ ରୋଜଗାରକ୍ଷମ ହେଲେ ଅନ୍ୟମାନଙ୍କୁ ମଧ୍ୟ ରୋଜଗାର ଦେଇପାରିବେ। ସେମାନେ ଆର୍ଥିକ ଓ ସାମାଜିକ ସ୍ତରରେ କିଭଳି…