Odisha Link
Bridging the Missing Links in Odisha
Daily Archives

March 4, 2024

ଶଙ୍ଖ ଭବନରେ ମିଶ୍ରଣ ପର୍ବ: ବିଜେଡିରେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ସେତେ ମିଶ୍ରଣ ପର୍ବ ଦେଖିବାକୁ ମିଳିଛି। ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ। ବିଜେଡିରେ ସୁନ୍ଦରଗଡ଼ ଜିଲ୍ଲା କିଶାନ ସମାଜର ୨ ହଜାରରୁ ଅଧିକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ପକ୍ଷରୁ ସେମାନଙ୍କୁ ଦଳରେ ସାମିଲ କରାଯାଇଛି। ପୂର୍ବରୁ ଶଙ୍ଖଭବନରେ…

ମନେ ରହିବେ ୮ ବର୍ଷର ବାଳକ ଶୁଭଜିତ;…

ଓଏଲ୍‌ ବ୍ୟୁରୋ: ମନେ ରହିବେ ୮ ବର୍ଷର ବାଳକ ଶୁଭଜିତ। ଅଙ୍ଗଦାନ କରିଥିବା ଶିଶୁଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅନ୍ତିମ ବିଦାୟ ଦିଆଯାଇଛି। ଅଙ୍ଗଦାନ କରି ଅମର ହୋଇଗଲେ ୮ ବର୍ଷର ଶୁଭଜିତ। ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଗଲା…

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା; ଜାରି ହେଲା…

ଓଏଲ୍‌ ବ୍ୟୁରୋ: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ରୋକ୍‌ ଲଗାଇଲେ ରାଜ୍ୟ ସରକାର। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କଟକଣା ଏପ୍ରିଲ ପହିଲାରୁ ଲାଗୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଉର୍ଦ୍ଦୁ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ବେତନ ବୃଦ୍ଧି କରିଛନ୍ତି। ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି ହୋଇଛି। ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ…

ଓଡ଼ିଶାର ବିକାଶ ପାଇଁ ବିଜେଡି ସରକାର…

ଓଏଲ୍‌ ବ୍ୟୁରୋ: ଶଙ୍ଖ ଭବନରେ ବିଜେଡିର ପ୍ରେସମିଟ୍ କରାଯାଇଛି। ଓଡ଼ିଶାରେ ବିକାଶର ଭିତ୍ତିଭୂମି ନେଇ ପ୍ରେସମିଟ ହୋଇଛି। ଏହି ଅବସରରେ ବିଜେଡିର ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର ଓଡ଼ିଶାର ବିକାଶ ପାଇଁ ବିଜେଡି ସରକାର ପ୍ରତିବଦ୍ଧ ବୋଲି କହିଥିଲେ। ଭିତ୍ତିଭୂମି ନିର୍ମାଣ ପାଇଁ ବିପୁଳ ଅର୍ଥ ସହ ସମୟ…

ଚାକିରି ଦେବା ନାଁରେ ଠକେଇ: ଆଉ ଜଣଙ୍କୁ…

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆର ଚାହିଦା ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହାର ଯେତିକି ସଦୁପଯୋଗ କରାଯାଉଛି ତାହା ତୁଳନାରେ ଅଧିକ ଅପବ୍ୟବହାର ହେଉଥିବା ଖବର ସାମ୍ନାକୁ ଆସୁଛି। କେତେବେଳେ ଲୁଟେରା ଅନଲାଇନରେ କୌଣସି ଲିଙ୍କ ମାଧ୍ୟମରେ ଲୁଟ କରୁଛନ୍ତି ତ କେତେବେଳେ ଫୋନ କଲ ଜରିଆରେ। ବର୍ତମାନ ଚାକିରି…

ବିଏସ୍ଏଫ୍‌ ଡିଆଇଜିଙ୍କ ଦମ୍ଭୋକ୍ତି:…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ଯେତେ ପାଖଉଛି ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ମଧ୍ୟରେ ମୁକ୍ତ ଓ ଅବାଧ ନିର୍ବାଚନ ଉପରେ ଗୁରୁତ୍ୱ ଦେଲେ…

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶକୁ ନେଇ ମାମଲା ସାମ୍ନାକୁ ଆସିଛି। ଯାହା ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ବଡ ପ୍ରଶ୍ନ ସୃଷ୍ଟି କରିଛି। ଶ୍ରୀମନ୍ଦିର ଭିତରେ ପଶିଯାଇଥିବା ୯ ଜଣ ଅଣହିନ୍ଦୁଙ୍କୁ ଅଟକ ରଖିଛି ପୁରୀ ସିଂହଦ୍ୱାର ଥାନା ପୁଲିସ। ଅଟକଙ୍କ ମଧ୍ୟରେ ଅଛନ୍ତି ଜଣେ ହିନ୍ଦୁ ଓ ୯ ଜଣ…

ଆସନ୍ତାକାଲି ବିଜୁ ପଟ୍ଟନାୟକଙ୍କ ୧୦୮ତମ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ପ୍ରଭାବୀ ଢଙ୍ଗରେ ପାଳନ କରିବା ପାଇଁ ବିଜେଡି ନିଷ୍ପତ୍ତି ନେଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କର୍ମକର୍ତ୍ତା, ପର୍ଯ୍ୟବେକ୍ଷକ, ସାଂସଦ, ବିଧାୟକ, ବିଧାୟିକା, ଜିଲ୍ଲା ସଭାପତି, ଛାମୁଆ…

ଅଷ୍ଟମଥର ପାଇଁ ଦିଲ୍ଲୀ…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଚର୍ଚ୍ଚାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ଆଜି ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡିରେ ହାଜର ହେବାର ଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ହେଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ହାଜର ହେଲେନି। ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…