Odisha Link
Bridging the Missing Links in Odisha

ନିର୍ବାଚନୀ ଅନିୟମିତତା ମାମଲା: ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା

ଓଏଲ୍‌ ବ୍ୟୁରୋ: ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ। ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା ହୋଇଛି। ମୋକିମଙ୍କ ବିରୋଧରେ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ। ନାମାଙ୍କନ ବେଳେ ସବିଶେଷ ତଥ୍ୟ ଦେଇ ନଥିବା ଅଭିଯୋଗ କରିଥିଲେ। ଏନେଇ ମାମଲାର ଶୁଣାଣି କରି ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ।

Leave A Reply

Your email address will not be published.