Odisha Link
Bridging the Missing Links in Odisha

ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶାର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ନବୀନ ନିବାସ ଆସି ବିଜେଡିରେ ସାମିଲ ହେଲେ ଅରବିନ୍ଦ ମହାପାତ୍ର। ପ୍ରତାପ ଦେବ, ଅତନୁ ନାୟକ, ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.