Odisha Link
Bridging the Missing Links in Odisha

କ୍ରୀଡ଼ା କ୍ଷେତ୍ରରେ ସୁଦୃଢ଼ତା; ଆଜି ଇଣ୍ଡୋର ଆଥଲେଟିକ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: କ୍ରୀଡ଼ା କ୍ଷେତ୍ରରେ ସୁଦୃଢ଼ତା। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ। ବିଶ୍ବକ୍ରୀଡ଼ାର ସବୁଠାରୁ ବଡ଼ ଇଭେଣ୍ଟ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛି ଓଡ଼ିଶା। ୨୦୩୬ ଅଲିମ୍ପିକ୍ସ ପାଇଁ ଭାରତ ଦାବିଦାର ଥିବା ବେଳେ ଓଡ଼ିଶା ହେବ ବଡ଼ ଭାଗୀଦାର। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ। ଆଜି କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ସହ ଇଣ୍ଡୋର ଡାଇଭିଂ ସେଣ୍ଟରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ।

Leave A Reply

Your email address will not be published.