Odisha Link
Bridging the Missing Links in Odisha
Daily Archives

March 13, 2024

୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା…

ଓଏଲ୍‌ ବ୍ୟୁରୋ: ଅଗାମାୀ ଲୋକସଭା ନିର୍ବାଚନକୁ ଆଖି ଆଗରେ ରଖି ଭାରତୀୟ ଜନତା ପାର୍ଟି ଆଜି ୨ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୭୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ହେଲେ ପ୍ରଥମ ଥର…

ରାଜନୀତି କଳି: ନିର୍ବାଚନ ପୂର୍ବରୁ…

ଓଏଲ୍‌ ବ୍ୟୁରୋ: ରାଜନୈତିକ କଳି ପାଇଁ ଦୂର ହୋଇଗଲା ରକ୍ତର ସମ୍ପର୍କ। ଏପରିକି ପରିବାରରେ ବି ଦେଖିବାକୁ ମିଳିଛି ଫାଟ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ସାନ ଭାଇ ବାବୁନଙ୍କ ସହ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରିଛନ୍ତି। ଯାହା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଠିକ୍‌…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢ଼ିଲା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ…

ପୁଣିଥରେ ବରିଷ୍ଠ ନେତାଙ୍କୁ ନବୀନଙ୍କ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ଓଡ଼ିଶା ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ବିଗତ କିଛି ଦିନ ହେବ ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ହେଉଥିଲା। ହେଲେ ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ କହି ପୂର୍ଣ୍ଣଚ୍ଛେଦ ପକାଇଥିଲେ।…

ବଢ଼ିଲା ମହାନଗର ନିଗମ, ମ୍ୟୁନିସିପାଲିଟି…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି ପାଇଛି। ଡେପୁଟି ମେୟରଙ୍କ ଦରମା ୨୦ ହଜାର…

ମୁଖତାର ଅନସାରୀକୁ ଆଜୀବନ କାରାଦଣ୍ଡ;…

ଓଏଲ୍‌ ବ୍ୟୁରୋ: ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀକୁ ଆଜୀବନ ଦଣ୍ଡରେ ଦଣ୍ଡିତ କରାଯାଇଛି। ଆଜୀବନ ଶୁଣାଇଲେ ବାରାଣସୀର ସ୍ୱତନ୍ତ୍ର ଏମ୍‌ପି/ଏମ୍‌ଏଲ୍ଏ କୋର୍ଟ। ତେବେ ଦୁର୍ଦାନ୍ତ ଅପରାଧୀ ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିବା ପରେ ସମସ୍ତଙ୍କ ମନରେ ଭୟ ସୃଷ୍ଟି ହୋଇଥିଲା।

ରାଜ୍ୟରେ ଅସମ୍ଭାଳ ତାତି; ପଶ୍ଚିମ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି ରାଜ୍‌ କରୁଛି ଗ୍ରୀଷ୍ମପ୍ରବାହ। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୭ ଡ଼ିଗ୍ରୀ ଛୁଇଁଯାଇଛି। ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି। ଏହା ସହ ବିଶ୍ୱ ପାଣିପାଗ ସଂଗଠନର ପୂର୍ବାନୁମାନ ଚିନ୍ତା ବଢ଼ାଇଛି। ସଂଗଠନ…

ସୁରକ୍ଷାରେ କ୍ଷେତ୍ରରେ ସୁଦୃଢ଼ତା; ୧୬ଟି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ଚାରିଆଡେ଼ ମାତିଛନ୍ତି ଦୁର୍ବୁତ୍ତ। ଦୁର୍ବୁତ୍ତଙ୍କ ଆକ୍ରମଣର ଶିକାର ହେଉଛନ୍ତି ସାଧାରଣ ଜନତା। କେତେବେଳେ ଆକ୍ରମଣ କରି କାହା ଜୀବନ ନେଲେଣି ତ ପୁଣି କେତେବେଳେ କେଉଁଠି ଲୁଟପାଟ କଲେଣି। ତେବେ ଲୋକଙ୍କ ସୁରକ୍ଷାକୁ ନଜରରେ ରଖି ଆଜି…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମେୟରଙ୍କ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି ପାଇଛି। ଡେପୁଟି ମେୟରଙ୍କ ଦରମା ୨୦ ହଜାର…

ଛାତ୍ର କଂଗ୍ରେସର ରାଲି ବେଳେ ଉତ୍ତେଜନା;…

ଓଏଲ୍‌ ବ୍ୟୁରୋ: ନବୀନ ନିବାସ ଅଭିମୁଖେ ଛାତ୍ର କଂଗ୍ରେସର ରାଲି। ରାଲି ଅଟକାଇବା ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଥିବା ଜଣା ପଡିଛି। ବ୍ୟାରିକେଡ୍‌ ଡେଇଁ ଧସେଇ ପଶିବାକୁ କଂଗ୍ରେସ କର୍ମୀ ଉଦ୍ୟମ କରିଛନ୍ତି। ନବୀନ ନିବାସ ଅଭିମୁଖେ ଛାତ୍ର କଂଗ୍ରେସର ରାଲି ବେଳେ ଉତ୍ତେଜନା ହୋଇଛି। ଛାତ୍ର କଂଗ୍ରେସ କର୍ମୀ…