Odisha Link
Bridging the Missing Links in Odisha

ସୁରକ୍ଷାରେ କ୍ଷେତ୍ରରେ ସୁଦୃଢ଼ତା; ୧୬ଟି ଜିଲ୍ଲାରେ ନବନିର୍ମିତ ଥାନାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ଚାରିଆଡେ଼ ମାତିଛନ୍ତି ଦୁର୍ବୁତ୍ତ। ଦୁର୍ବୁତ୍ତଙ୍କ ଆକ୍ରମଣର ଶିକାର ହେଉଛନ୍ତି ସାଧାରଣ ଜନତା। କେତେବେଳେ ଆକ୍ରମଣ କରି କାହା ଜୀବନ ନେଲେଣି ତ ପୁଣି କେତେବେଳେ କେଉଁଠି ଲୁଟପାଟ କଲେଣି। ତେବେ ଲୋକଙ୍କ ସୁରକ୍ଷାକୁ ନଜରରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୯ଟି ଥାନା, ଫାଣ୍ଡି ଓ ଏସଡିପିଓ କାର୍ଯ୍ୟାଳୟ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୫ଟାରେ ଏହାକୁ ଲୋକାର୍ପଣ କରିବେ।

Leave A Reply

Your email address will not be published.