Odisha Link
Bridging the Missing Links in Odisha

ନିର୍ବାଚନ ୨୦୨୪: ଆପଣ କେଉଁ ପର୍ଯ୍ୟାୟ ଓ କେବେ ଭୋଟ ଦେବେ ଜାଣନ୍ତୁ

ଓଏଲ୍‌ ବ୍ୟୁରୋ: ପ୍ରତୀକ୍ଷାର ଅନ୍ତ ଘଟିଲା। ନିର୍ବାଚନୀ ବିଗୁଲ ବାଜିଛି। ଅରୁଣାଂଚଳ ପ୍ରଦେଶ, ସିକ୍କିମ, ଆନ୍ଧ୍ର ଓ ଓଡ଼ିଶାରେ ନିର୍ବାଚନ ହେବ। ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ। ଏପ୍ରିଲ ୧୯ରୁ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ସେହିଭଳି ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଘୋଷଣା କରିଛନ୍ତି ନିର୍ବାଚନ ତାରିଖ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର।

ମେ’ ୧୩:
ନୂଆପଡ଼ା, ଖରିଆର, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡା , ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଂଗୀ, ମାଲକାନଗିରି, ଚିତ୍ରକୋଣ୍ଡା

ମେ’ ୨୦:
ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ଶ, ତଳଶରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପଲଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହରାଜପୁର, ସୋନପୁର, ଲୋଇସିଙ୍ଗା, ପାଟଣାଗଡ଼, ବଲାଙ୍ଗୀର, ଟିଟଲାଗଡ଼, କଣ୍ଟାବାଞ୍ଜି, ବାଲିକୁଦା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସ୍କା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି।

ମେ’ ୨୫:
କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପଲ୍ଲାହାର, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟି-କଟକ, ଚୌଦ୍ବାର-କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବର, ଜଟଣୀ, ବେଗୁନିଆ ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼

ଜୁନ୍‌ ୧:
ଯସିପୁର, ସରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷୀ, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକା, ବାସୁଦେବପୁର, ଧାମନଗର, ଚାନ୍ଦିବାଲି, ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।

Leave A Reply

Your email address will not be published.