Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୪ଟି ପ୍ରସ୍ତାବରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଆଜି ଅପରାହ୍ନ ୩ଟାରେ ଘୋଷଣା ହେବ ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ। ନିର୍ବାଚନ କମିଶନର ଓଡ଼ିଶା ବିଧାନସଭା ନିର୍ବାଚନକୁ ନେଇ ବି କରିବେ ବଡ଼ ଘୋଷଣା। ଏହାପୂର୍ବରୁ ଆଜି ଚଳିତ ସରକାରର ଶେଷ କ୍ୟାବିନେଟ୍ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟାରେ କ୍ୟାବିନେଟ୍‌ ବୈଠକ ଆରମ୍ଭ ହୋଇଥିଲା। ୧୪ଟି ପ୍ରସ୍ତାବରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.