Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଶିଶୁଙ୍କ ସମେତ ଚାଲିଗଲା ୮ ଜଣଙ୍କ ଜୀବନ

ଓଏଲ୍‌ ବ୍ୟୁରୋ: ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ଆସିଛି। ଖରାଡିଆରେ କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଶିଶୁଙ୍କ ସମେତ ୮ ଜଣଙ୍କ ଜୀବନ ଚାଲିଯାଇଛି। ବିବାହ ଭୋଜିରୁ ଫେରିବା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ତେବେ ଦୁର୍ଘଟଣାରେ ୫ ଗୁରୁତର ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.