Odisha Link
Bridging the Missing Links in Odisha

ଯବାନଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିପାତ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଦାନ୍ତେୱାଡାର ଜଙ୍ଗଲରେ ଗୁଳିବିନିମୟ ହୋଇଛି। ଏନକାଉଣ୍ଟରରେ ୨ ମାଓବାଦୀ ନିହତ ହୋଇଛନ୍ତି। ଜଣେ ମହିଳା ମାଓବାଦୀ ନିହତ ହୋଇଛନ୍ତି। ଏହା ସହ ୨ଟି ବନ୍ଧୁକ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଘଟଣା ପରେ ଡିଆରଜି ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପେରସନ ଜାରି ରହିଛି।

Leave A Reply

Your email address will not be published.