Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ଏଥର ଭିଜିଲାନ୍ସ ଜାଲରେ ପଡିଛନ୍ତି ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର। ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ଧାରା ପଡିଛନ୍ତି। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ।