Odisha Link
Bridging the Missing Links in Odisha

ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ। ଗୋଟିଏ ଦିନ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ରହିବ। ଅଦିନିଆ ବର୍ଷା ଯୋଗୁଁ ଶିମିଳିପାଳ ବନ୍ଦ ନେଇ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ରହିଛି। ଏନେଇ ଶିମିଳିପାଳ କତୃପକ୍ଷ ସୂଚନା ଦେଇଛନ୍ତି।