Odisha Link
Bridging the Missing Links in Odisha
Daily Archives

March 21, 2024

ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ହୋଇଥିବା ଖବର ସାମ୍ନାକୁ ଆସିଛି। ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଛି।

ପୁରୀ: ବିଜେଡିର ସାଂସଦ ପ୍ରାର୍ଥୀ ଅରୂପ!

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆରମ୍ଭ କରିଲେଣି କସରତ। ଅନ୍ୟପଟେ…

ନିର୍ବାଚନ ପୂର୍ବରୁ ଭର୍ତ୍ତୃହରି…

ଓଏଲ୍‌ ବ୍ୟୁରୋ: ସାରେ ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ହେଲେ ବିଜୁ ଜନତା ଦଳର ସାଂସଦ ତଥା କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ପାଇଁ ବଢ଼ିଲା ଅଡ଼ୁଆ। ପୁଲିସ ଏସ୍‌ଆଇଙ୍କୁ ମାଡ଼ ଅଭିଯୋଗ ମାମଲାରେ ଚାର୍ଜଫ୍ରେମ୍‌ ହୋଇଛି। ମିଳିଥିବା…

ବିଜେପିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ…

ଓଏଲ୍‌ ବ୍ୟୁରୋ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ଚାଲିଛି ଜୋରଦାର ପ୍ରସ୍ତୁତି।ଆଜି କେନ୍ଦ୍ରରେ କ୍ଷମତାସୀନ ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ତାମଲନାଡୁର ୯ଟି ଆସନ ପାଇଁ ଦଳ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ହେଲେ ଏଥର ବି ବିଜେପି ଓଡ଼ିଶାର କୌଣସି ଆସନ…

ଅଧିନାୟକ ପଦ ଛାଡ଼ିଲେ ଧୋନି

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୪। ତାପୂର୍ବରୁ ଆସିଛି ବଡ଼ ଖବର। ୫ଥରର ଆଇପିଏଲ୍‌ ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗସ୍‌ର ମଙ୍ଗ ଧରିବେ ଯୁବ ବ୍ୟାଟସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ସେ ମହେନ୍ଦ୍ର ସିଂ ଧୋନିଙ୍କ ବଦଳରେ ସିଏସ୍‌କେର ଅଧିନାୟକ ହେବେ…

ଧୋନି ହଟିଲେ; ଋତୁରାଜ ସିଏସ୍‌କେର ନୂଆ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୪। ତାପୂର୍ବରୁ ଆସିଛି ବଡ଼ ଖବର। ୫ଥରର ଆଇପିଏଲ୍‌ ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗସ୍‌ର ମଙ୍ଗ ଧରିବେ ଯୁବ ବ୍ୟାଟସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ସେ ମହେନ୍ଦ୍ର ସିଂ ଧୋନିଙ୍କ ବଦଳରେ ସିଏସ୍‌କେର ଅଧିନାୟକ ହେବେ…

ନିର୍ବାଚନୀ ବଣ୍ଡ୍‌ ମାମଲା: ସତ୍ୟପାଠ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ନିର୍ବାଚନ କମିଶନ ବଡ଼ ନିର୍ଦେଶ ଦେଇଥିଲେ।ଇଲେକ୍ଟୋରାଲ ବଣ୍ଡ୍‌ ମାମଲାରେ ସୁପ୍ରିମକୋର୍ଟ ପୁଣି ନୋଟିସ ଜାରି କରିଥିଲେ। ସୁପ୍ରିମକୋର୍ଟର ନିର୍ଦ୍ଦେଶ ଅନୁସାରେ ଆଜି ସତ୍ୟପାଠ ଦାଖଲ କଲା ଏସବିଆଇ। ନିର୍ବାଚନ କମିଶନଙ୍କୁ ଏସବିଆଇ ସବୁ ତଥ୍ୟ…

ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି: ଆରମ୍ଭରୁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ନିର୍ବାଚନୀ ବିଗୁଲ ବାଜିଛି। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇଛି। ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି। ମୁଖ୍ୟ ନିର୍ବାଚନ…

ଝାରପଡ଼ା ଜେଲରୁ ସ୍ଥାନାନ୍ତର ହେବେ କଏଦୀ;…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍‌ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍‌ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍‌ର ସଦସ୍ୟମାନେ ରାଜ୍‌ କରୁଛନ୍ତି। ତେବେ…

ଭିସୁଟର କଟକଣା; ଛୋଟ ପୋଷାକ ପିନ୍ଧି…

ଓଏଲ୍‌ ବ୍ୟୁରୋ: ବୁର୍ଲା ଭିସୁଟରେ କୁଳପତିଙ୍କ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ପୋଷାକ ପରିଧାନ କରି ବୁର୍ଲା ଭିସୁଟରେ ପ୍ରବେଶ ଉପରେ ଲାଗିଲା କଟକଣା। ଛାତ୍ରଛାତ୍ରୀମାନେ ଆଗାମୀ ଟେକ୍ନୋ-କଲଚରାଲ ଫେଷ୍ଟିଭାଲ ୨୦୨୪ରେ ପାରମ୍ପରିକ ପୋଷାକ ପରିଧାନ କରି ସାମିଲ ହେବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଭିସୁଟ୍…