Odisha Link
Bridging the Missing Links in Odisha

ଗିରଫଦାରୀ ବିରୋଧରେ ମାମଲା: ଆବେଦନ ପ୍ରତ୍ୟାହାର କଲେ କେଜ୍ରିୱାଲ

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ହୋଇଥିବା ଖବର ସାମ୍ନାକୁ ଆସିଛି। ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଛି। ଏହା ପରେ ସୁପ୍ରିମକୋର୍ଟରେ ତୁରନ୍ତ ଶୁଣାଣି ଆବେଦନ କରିଥିଲେ। ଏହା ପରେ ସେ ଆବେଦନ ପ୍ରତ୍ୟାହାର କରିଛନ୍ତି।

Leave A Reply

Your email address will not be published.