Odisha Link
Bridging the Missing Links in Odisha
Daily Archives

March 27, 2024

ଆଜି ୪ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ଦ୍ବିତୀୟ ଭୋଗମଣ୍ଡପ ପରେ ଆରମ୍ଭ ହେବ ନୀତିକାନ୍ତି। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ…

ନବୀନ ନିବାସରେ ସମୀକ୍ଷା ବୈଠକ; ଯୋଗଦେବେ…

ଓଏଲ୍‌ ବ୍ୟୁରୋ: ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆରମ୍ଭ କରିଲେଣି କସରତ। ଏସବୁ ମଧ୍ୟରେ ଶାସକ ଦଳ…

୩ଟି ଗୁରୁତ୍ବପୂର୍ଣ୍ଣ ବିଭାଗର ଦାଇତ୍ୱ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ପୂର୍ବରୁ ତିନୋଟି ଗୁରୁତ୍ବପୂର୍ଣ୍ଣ କେନ୍ଦ୍ରୀୟ ସଂସ୍ଥାର ୩ ନୂଆ ଡିଜି ନିଯୁକ୍ତ କରାଯାଇଛି। ଏନ୍ଆଇଏ ଓ ଏନଡିଆରଏଫ୍ ନୂଆ ଡିଜି ନିଯୁକ୍ତ ହୋଇଥିବାବେଳେ ଆଇପିଏସ ସଦାନନ୍ଦ ବସନ୍ତ ଏନ୍ଆଇଏର ନୂଆ ଡିଜି ଭାବେ ଦାଇତ୍ୱ ନେଇଛନ୍ତି। ଆଇପିଏସ ପୀୟୂଷ ଆନନ୍ଦ ଏନଡିଆରଏଫର ନୂଆ ଡିଜି ଭାବେ…

କଲବଲ କରୁଛି ତାତି; ରାଜ୍ୟର ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ବଢୁଛି ତାତି। ଆଗାମୀ ସପ୍ତାହକ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି।…