Odisha Link
Bridging the Missing Links in Odisha
Daily Archives

March 28, 2024

ଟିକେଟ୍‌ ପାଇବା ପରେ ମହାପ୍ରଭୁଙ୍କ ଦର୍ଶନ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; ଆହୁରି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କଲବଲ କରୁଛି ତାପମାତ୍ରା। ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି ରାଜ୍‌ କରୁଛି ଗ୍ରୀଷ୍ମପ୍ରବାହ। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଯାଇଛି। ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି। ଆଗାମୀ ଦିନେ ଦୁଇ ଦିନ ଭିତରେ ତାପମାତ୍ରାରେ…