Odisha Link
Bridging the Missing Links in Odisha

ମୋଦି ବିଲ୍‌ଗେଟ୍ସ ଭେଟଘାଟ; ଡିଜିଟାଲ ସୁବିଧାକୁ ନେଇ କଲେ ଆଲୋଚନା

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସିଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ଜଳବାୟୁ ଉପରେ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି। ସର୍ବଶ୍ରେଷ୍ଠ ଶିକ୍ଷାଦାନ ଦିଗରେ କାର୍ଯ୍ୟ ଜାରି କରାଯାଇଛି। ଏହା ସହ କୃଷି କ୍ଷେତ୍ରରେ ବଡ଼ଧରଣର ବିପ୍ଲବ ଆସିଛି ବୋଲି ମୋଦି କହିଛନ୍ତି। ଏବେ ଗାଁରେ ଡିଜିଟାଲ ସୁବିଧା ପହଞ୍ଚିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।

Leave A Reply

Your email address will not be published.