Odisha Link
Bridging the Missing Links in Odisha
Daily Archives

March 29, 2024

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୦…

ଓଏଲ୍‌ ବ୍ୟୁରୋ: ଶ୍ରୀନଗରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଭାରସାମ୍ୟ ହରାଇ ଖାଇକୁ ଖସିଲା ଭ୍ୟାନ୍‌। ଘଟଣା ସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ରାମବନ ଅଞ୍ଚଳରେ ଦୁର୍ଘଟଣା ହୋଇଛି। ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ବିଜେପି ଛାଡ଼ିଲେ ପ୍ରକାଶ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଘୋଷଣା ହେବା ପରେ ରାଜ୍ୟ ବିଜେପିକୁ ବଡ଼ ଝଟକା। ଭାରତୀୟ ଜନତା ପାର୍ଟି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। କଟକ ବିଜେପି ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେବା ସହିତ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପ୍ରକାଶ…