Odisha Link
Bridging the Missing Links in Odisha
Daily Archives

April 1, 2024

ପରଲୋକରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଓଏଲ୍ ବ୍ୟୁରୋ: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି। ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଦେହାନ୍ତ ହୋଇଥିବା ତାଙ୍କ ସ୍ଵାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି।

ଆଜିଠୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେଉଛି। ଆଗ୍ରହୀ ବିଦ୍ୟାର୍ଥୀମାନେ କେନ୍ଦ୍ରୀୟ ବିଦ୍ୟାଳୟ ୱେବ୍‌ସାଇଟ୍‌ kvsangathan.nic.in ଓ kvsonlineadmission.kvs.gov.inରେ ଆବେଦନ କରିପାରିବେ। ବାଲ୍‌ବାଟିକା ୧,…

‘ଅନ୍ୟ ଦଳରୁ ବିତାଡିତ ନେତାଙ୍କୁ…

ଓଏଲ୍‌ ବ୍ୟୁରୋ: ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି।ଜଣଙ୍କ ପରେ ଜଣେ ଅଭିନେତାରୁ ରାଜନେତା ସାଜିଥିବା ବ୍ୟକ୍ତିତ୍ବ ଛାଡ଼ୁଛନ୍ତି ବିଜେଡି। ଅରିନ୍ଦମ, ସିଦ୍ଧାନ୍ତ, ଆକାଶଙ୍କ ପରେ ବିଜେଡି ହାତ ଛାଡ଼ିଲେ…

ପଦ୍ମ ଧରିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ

ଓଏଲ୍‌ ବ୍ୟୁରୋ: ଜଣଙ୍କ ପରେ ଜଣେ ଅଭିନେତାରୁ ରାଜନେତା ସାଜିଥିବା ବ୍ୟକ୍ତିତ୍ବ ଛାଡ଼ୁଛନ୍ତି ବିଜେଡି। ଅରିନ୍ଦମ, ସିଦ୍ଧାନ୍ତ, ଆକାଶଙ୍କ ପରେ ବିଜେଡି ହାତ ଛାଡ଼ିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ସେ ପ୍ରଥମେ ରାଜ୍ୟସଭା ସାଂସଦ ହୋଇଥିଲେ। ପରେ ୨୦୧୯ ମସିହାରେ କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜୟୀ…

ଓଡ଼ିଶା ପୁଲିସର ସ୍ବତନ୍ତ୍ର ଦିନ;…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ପୁଲିସ ପାଇଁ ସ୍ବତନ୍ତ୍ର ଦିନ। ଆଜି ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ ହୋଇଥିବାବେଳେ ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୯ ତମ ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆଜିର ଦିନ ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନ ଶୃଙ୍ଖଳାରେ ଜନସାଧାରଣଙ୍କୁ…

ବିଜେଡି ଛାଡ଼ିଲେ ସନ୍ଧ୍ୟାବତୀ ପ୍ରଧାନ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି।ଜଣଙ୍କ ପରେ ଜଣେ ଅଭିନେତାରୁ ରାଜନେତା ସାଜିଥିବା ବ୍ୟକ୍ତିତ୍ବ ଛାଡ଼ୁଛନ୍ତି ବିଜେଡି। ଅରିନ୍ଦମ, ସିଦ୍ଧାନ୍ତ, ଆକାଶଙ୍କ ପରେ ବିଜେଡି ହାତ…

ରାଜ୍ୟରେ ବଢୁଛି ତାପମାତ୍ରା; ବଦଳିଲା…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ନୂତନ ଶିକ୍ଷା ବର୍ଷ। ନୂଆ ଶ୍ରେଣୀରେ ପାଠ ପଢ଼ିବେ ରାଜ୍ୟର ଛାତ୍ରଛାତ୍ରୀ। ସକାଳ ୭ଟାରୁ ସ୍କୁଲ ଯିବେ ଛାତ୍ରଛାତ୍ରୀ। ଏନେଇ ନାମଲେଖା ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ। ଏହା ସହ ଗ୍ରୀଷ୍ମ ପ୍ରବାହ କାରଣରୁ ବଦଳିଲା ଅଙ୍ଗନବାଡ଼ି କେନ୍ଦ୍ରର କାର୍ଯ୍ୟ ସମୟ ସୀମା।…

ଓଡ଼ିଶାର ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟର ଗର୍ବ ଆଉ ଗୌରବର ଦିନ। ଆଜି ସ୍ୱତନ୍ତ୍ରତା ତଥା ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ପ୍ରତି ଓଡ଼ିଆର ପ୍ରିୟ ଦିନ ଉତ୍କଳ ଦିବସ। ୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ।…

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ:…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନ ବିଗୁଲ ମାତ୍ରକେ ନିର୍ବାଚନ ଆଚରଣବିଧି ସାରା ଦେଶରେ ଲାଗୁ ହୋଇସାରିଛି। ଏହା ପରେ ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ହୋଇଥିବା…

କଂଗ୍ରେସର ଟିକେଟ୍ କସରତ; ଖୁବଶୀଘ୍ର…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ବିଜେପି ଓ ବିଜେଡିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବା ବେଳେ କଂଗ୍ରେସର ଟିକେଟ କସରତ ଆରମ୍ଭ ହୋଇଛି। ଏହି କ୍ରମରେ ଖୁବଶୀଘ୍ର…