Odisha Link
Bridging the Missing Links in Odisha

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ନୀତି ହେବ। ଏହି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.