Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କୁ ସଫଳତା: ଏନ୍‌କାଉଣ୍ଟରରେ ନକ୍ସଲ ନିହତ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଖବର ସାମ୍ନାକୁ ଆସିଛି। ସୁରକ୍ଷାକର୍ମୀ ଏନ୍‌କାଉଣ୍ଟର ପରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏହା ପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.