Odisha Link
Bridging the Missing Links in Odisha

ନିର୍ବାଚନ ୨୦୨୪: ବିଜେପି ଘୋଷଣା କଲା ବିଧାନସଭା ପ୍ରାର୍ଥୀ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ବିଜେପି ଘୋଷଣା କଲା ବିଧାନସଭା ପ୍ରାର୍ଥୀ। ୧୧୨ ଆସନ ପାଇଁ ଘୋଷଣା ହେଲା ପ୍ରାର୍ଥୀ ତାଲିକା। ପଦ୍ମପୁରରୁ ଲଢ଼ିବେ ଗୋବର୍ଧନ ଭୋଇ। ନୟାଗଡ଼ରୁ ପ୍ରତ୍ୟୁଷା ରାଜେଶ୍ବରୀ ସିଂହ, ଭଂଜନଗରରୁ ପ୍ରଦ୍ୟୁମ୍ନ ନାଏକ, ପୋଲସରାରୁ ଗୋକୁଳାନନ୍ଦ ମଲ୍ଲିକ, କବିସୂର୍ଯ୍ୟନଗରରୁ ପ୍ରତାପ ନାୟକ, ଖଲ୍ଲିକୋଟରୁ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁରରୁ କୃଷ୍ଣଚନ୍ଦ୍ର ନାୟକ, ଆସିକାରୁ ସରୋଜ ପାଢ଼ୀ, ସୋରଡ଼ାରୁ ନୀଳମଣି ବିଷୋୟୀ, ଚାନ୍ଦବାଲିରୁ ମନମୋହନ ସାମଲ ନିର୍ବାଚନ ଲଢ଼ିବେ।

ପଦ୍ମପୁରରୁ ଗୋବର୍ଦ୍ଧନ ଭୁଏ, ବିଜେପୁରରୁ ସନତ ଗଡ଼ତିଆ, ବରଗଡ଼ରୁ ଅଶ୍ବିନୀ ଷଡ଼ଙ୍ଗୀ, ଅତାବିରାରୁ ନିହାର ମହାନନ୍ଦ, ଭଟଲୀରୁ ଈରାଶିଷ ଆଚାର୍ଯ୍ୟ, ଝାରସୁଗୁଡ଼ାରୁ ଟଙ୍କଧର ତ୍ରିପାଠୀ, ପଟ୍ଟାଙ୍ଗୀରୁ ଚୈତନ୍ୟ ହନ୍ତାଳ, ମାଲକାନଗିରିରୁ ନରସିଂହ ମାଡ଼କାମୀ, ହିଂଜିଳିରୁ ଶିଶିର ମିଶ୍ର, ଗୋପାଳପୁରରୁ ବିଭୂତି ଜେନା, ବ୍ରହ୍ମପୁରରୁ କେ. ଅନୀଲ କୁମାର, ଦିଗପହଣ୍ଡିରୁ ସିଦ୍ଧାନ୍ତ ମହାପାତ୍ର, ଚିକିଟିରୁ ମନୋରଂଜନ ଦ୍ୟାନସାମନ୍ତରାୟ, ପାରଳାଖେମୁଣ୍ଡିରୁ କେ. ନାରାୟଣ ରାଓ, ଗୁଣପୁରରୁ ତ୍ରିନାଥ ଗମାଙ୍ଗ, କୋରାପୁଟରୁ ରଘୁରାମ ମାଛ ନିର୍ବାଚନ ଲଢ଼ିବେ।

ତଳସରାରୁ ଭବାନୀଶଙ୍କର ଭୋଇ, ସୁନ୍ଦରଗଡ଼ରୁ କୁସୁମ ଟେଟେ, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲୀରୁ ଦୁର୍ଗା ଚରଣ ତନ୍ତୀ, ରାଜଗାଙ୍ଗପୁରରୁ ନରସିଂହ ମିଞ୍ଜ, ବଣାଇରୁ ସେବତୀ ନାଏକ, ଭୁବନେଶ୍ବର ମଧ୍ୟରୁ ଜଗନ୍ନାଥ ପ୍ରଧାନ, ଭୁବନେଶ୍ବର ଉତ୍ତରରୁ ପ୍ରିୟଦର୍ଶୀ ମିଶ୍ର, ଏକାମ୍ରରୁ ବାବୁ ସିଂହ, ଜଟଣୀରୁ ବିଶ୍ବରଂଜନ ବଡ଼ଜେନା, ଚିଲିକାରୁ ପୃଥ୍ବୀରାଜ ହରିଚନ୍ଦନ, ରଣପୁରରୁ ତାପସ ମାର୍ଥା, ଖଣ୍ଡପଡ଼ାରୁ ଦୁଷ୍ମନ୍ତ ସ୍ବାଇଁ, ଦଶପଲ୍ଲାରୁ ରାଘବ ମଲ୍ଲିକ ନିର୍ବାଚନ ଲଢ଼ିବେ।

ନିମାପଡ଼ାରୁ ପ୍ରଭାତି ପରିଡ଼ା, ପୁରୀରୁ ଜୟନ୍ତ ଷଡ଼ଙ୍ଗୀ, ବ୍ରହ୍ମଗିରିରୁ ଉପାସନା ମହାପାତ୍ର, ସତ୍ୟବାଦୀରୁ ଓମ୍‌ ପ୍ରକାଶ ମିଶ୍ର, ପିପିଲିରୁ ଆଶ୍ରିତ ପଟ୍ଟନାୟକ, ଜୟଦେବରୁ ଅରବିନ୍ଦ ଢ଼ାଲି, ନିଆଳିରୁ ଛବି ମଲ୍ଲିକ, କଟକ ସଦରରୁ ପ୍ରକାଶ ସେଠୀ, ମାହାଙ୍ଗାରୁ ସୁମନ୍ତ ଘଡ଼େଇ, ପାଟକୁରାରୁ ତେଜେଶ୍ବର ପରିଡ଼ା, ଆଳିରୁ କୃଷ୍ଣଚନ୍ଦ୍ର ପଣ୍ଡା, ମହାକାଳପଡ଼ାରୁ ଦୁର୍ଗାପ୍ରସନ୍ନ ନାୟକ, ପାରାଦୀପରୁ ସଂପଦ ସ୍ବାଇଁ, ତିର୍ତ୍ତୋଲରୁ ରାଜକିଶୋର ବେହେରା ନିର୍ବାଚନ ଲଢ଼ିବେ।

ଜି.ଉଦୟଗିରିରୁ ମାନଗୋବିନ୍ଦ ପ୍ରଧାନ, ଫୁଲବାଣୀରୁ ଉମାଚରଣ ମଲ୍ଲିକ, କଣ୍ଟାମାଳରୁ କହ୍ନେଇ ଚରଣ ଡାଙ୍ଗ, ବୌଦ୍ଧରୁସରୋଜ ପ୍ରଧାନ, ବଡ଼ମ୍ବାରୁ ସମ୍ବିତ ତ୍ରିପାଠୀ, ବାଙ୍କୀରୁ ତୁଷାରକାନ୍ତ ଚକ୍ରବର୍ତ୍ତୀ, ଆଠଗଡ଼ରୁ ଅଭୟ ବାରିକ, ଚୌଦ୍ବାରରୁ ନୟନ କିଶୋର ମହାନ୍ତି, ଖଡ଼ିଆଳରୁ ହିତେଶ ବଗର୍ତ୍ତୀ, ଉମରକୋଟରୁ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରୁ ଗୌରୀଶଙ୍କର ମାଝୀ, ଲାଞ୍ଜିଗଡ଼ରୁ ରମେଶ ମାଝୀ, ଜୁନାଗଡ଼ରୁ ମନୋଜ ମେହେର, ଧର୍ମଗଡ଼ରୁ ସୁଧୀର ପାଟ୍ଟଯୋଶୀ, ନର୍ଲାରୁ ଅନୀରୁଦ୍ଧ ପ୍ରଧାନ, ବାଲିଗୁଡ଼ାରୁ କଳ୍ପନା କହଁର, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲୀରୁ ଦୁର୍ଗା ଚରଣ ତନ୍ତୀ, ରାଜଗାଙ୍ଗପୁରରୁ ନରସିଂହ ମିଞ୍ଜ, ବଣାଇରୁ ସେବତୀ ନାଏକ ନିର୍ବାଚନ ଲଢ଼ିବେ।

ଆଠମଲ୍ଲିକରୁ ସଂଜୀବ ସାହୁ, ବୀରମହାରାଜପୁରରୁ ରଘୁନାଥ ଜଗଦଳା, ସୋନପୁରରୁ ପ୍ରମୋଦ ମହାପାତ୍ର, ଲୋଇସିଂହାରୁ ମୁକେଶ ମହାଲିଙ୍ଗ, ବଲାଙ୍ଗିରରୁ ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ଼ରୁ ନବୀନ ଜୈନ, କଣ୍ଟାବାଂଜିରୁ ଲକ୍ଷ୍ମଣ ବାଗ, ନୂଆପଡ଼ାରୁ ଅଭିନନ୍ଦନ ପଣ୍ଡା, ଢେଙ୍କାନାଳରୁ କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗରରୁ ଶତୃଘ୍ନ ଜେନା, ପରଜଙ୍ଗରୁ ବିଭୁତି ଭୂଷଣ ପ୍ରଧାନ, ପାଲଲହଡ଼ାରୁ ଅଶୋକ ମହାନ୍ତି, ତାଳଚେରରୁ କାଳିନ୍ଦୀ ସାମଲ, ଛେଣ୍ଡିପଦାରୁ ଅଗସ୍ତୀ ବେହେରା ନିର୍ବାଚନ ଲଢ଼ିବେ।

ଭଦ୍ରକରୁ ସୀତାଂଶୁ ଶେଖର ମହାପାତ୍ର, ଧାମନଗରରୁ ସୂର୍ଯ୍ୟବଂଶୀ ସୂରଜ, ବିଂଝାରପୁରରୁ ବବିତା ମଲ୍ଲିକ, ବଡ଼ଚଣାରୁ ଅମର ନାୟକ, ଧର୍ମଶାଳାରୁ ସ୍ମୃତିରେଖା ପହି, ଯାଜପୁରରୁ ଗୌତମ ରାୟ, କୋରେଇରୁ ଆକାଶ ଦାସ ନାୟକ, ସୁକିନ୍ଦାରୁ ପ୍ରଦୀପ ବଳସାମନ୍ତ, ବଡ଼ସାହିରୁ ସନାତନ ବିଜୁଳି, ବାରିପଦାରୁ ପ୍ରକାଶ ସୋରେନ, ମୋରଡ଼ାରୁ କୃଷ୍ଣଚନ୍ଦ୍ର ମହାପାତ୍ର, ଜଳେଶ୍ବରରୁ ବ୍ରଜ ପ୍ରଧାନ, ବାଲେଶ୍ବରରୁ ମାନସ ଦତ୍ତ, ରେମୁଣାରୁ ଗୋବିନ୍ଦ ଦାସ, ସୋରରୁ ରାଜେନ୍ଦ୍ର ଦାସ, ସିମୁଳିଆରୁ ପଦ୍ମଲୋଚନ ପଣ୍ଡା ନିର୍ବାଚନ ଲଢ଼ିବେ। କୁଚିଣ୍ଡାରୁ ରବି ନାରାୟଣ ନାଏକ, ରେଙ୍ଗାଲିରୁ ନାଉରୀ ନାଏକ, ରେଢ଼ାଖୋଲରୁ ଦେବେନ୍ଦ୍ର ମହାପାତ୍ର, ଦେବଗଡ଼ରୁ ସୁବାସ ପାଣିଗ୍ରାହୀ, ଆନନ୍ଦପୁରରୁ ଆଲୋକ ସେଠୀ, କେନ୍ଦୁଝରରୁ ମୋହନ ମାଝୀ, ଯଶୀପୁରରୁ ଗଣେଶରାମ ସିଂ ଖୁଣ୍ଟିଆ, ଉଦଳାରୁ ଭାସ୍କର ମଢ଼େଇ ନିର୍ବାଚନ ଲଢ଼ିବେ।

Leave A Reply

Your email address will not be published.