Odisha Link
Bridging the Missing Links in Odisha
Daily Archives

April 5, 2024

ସକାଳୁ ଅସମ୍ଭାଳ ତାତି; ଆହୁରି ବଢ଼ିପାରେ…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ସାରା ରାଜ୍ୟରେ ପରିଲକ୍ଷିତ ହୋଇଛି ଅସମ୍ଭାଳ ତାତି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏପରି ତାତି ଲାଗି ରହି ପାରେ। ଆଉ କିଛି ଜିଲ୍ଲାରେ ହିଟ୍‌ ୱେଭ୍‌ ଜାରି ହେବାର ସମ୍ଭାବନା ରହିଛି। ଏଥିସହିତ ଆଜି ସକାଳ ୮.୩୦ ସୁଦ୍ଧା ଅତ୍ୟଧିକ ତାତି…

ନିର୍ବାଚନ ପୂର୍ବରୁ ବଦଳି: କଟକର ନୂଆ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ଏହାରି ମଧ୍ୟରେ ରାଜ୍ୟର ମୋଟ ୮ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଥିଲା। କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜଙ୍କୁ ବଦଳି…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ନୂତନତମ କ୍ୱାଟରନାରି କେୟାର ହସ୍ପିଟାଲ ସମ୍‌ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)କୁ ଗତ ମାର୍ଚ୍ଚ ୨୨ ତାରିଖରେ କୁଆଲା ଲୁମ୍ପୁର ଠାରେ ‘ଏକ୍ସିଲେନ୍ସ ଇନ୍‌ ହସ୍ପିଟାଲିଟି ଆଣ୍ଡ ହେଲ୍‌ଥ କେୟାର ସର୍ଭିସ୍‌ ଆୱାର୍ଡ’ରେ ସମ୍ମାନିତ…