ନୟାଗଡ଼ରେ ପ୍ରାର୍ଥୀ ବଦଳାଇବ ବିଜେପି !

ଭୁବନେଶ୍ବର: ନୟାଗଡ଼ ଜିଲ୍ଲାର ସମସ୍ତ ଚାରିଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାରତୀୟ ଜନତା ଦଳ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଓହରିଯିବାର ସମ୍ଭାବନା ନେଇ ସୂଚନା ମିଳିଛି। ଏ ଦୁଇଜଣଙ୍କ ବଦଳରେ ଦଳ ଅନ୍ୟ ଦୁଇଜଣଙ୍କୁ ପ୍ରାର୍ଥୀ କରିବା ନେଇ ବିଚାରବିମର୍ଶ ଚାଲିଛି। ନୟାଗଡ଼ ଜିଲ୍ଲାର ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ବରୀ ସିଂହଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜୁ ଜନତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଥିବା ଦୁଷ୍ମନ୍ତ … Continue reading ନୟାଗଡ଼ରେ ପ୍ରାର୍ଥୀ ବଦଳାଇବ ବିଜେପି !