Odisha Link
Bridging the Missing Links in Odisha

ଶ୍ରୀଜିଉଙ୍କ ବନକଲାଗି: ଆଉ ଦିନକ ପରେ ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୦ ତାରିଖରେ ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ସମୟରେ ଏହି ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ ବନ୍ଦ ରଖାଯିବ। ତେବେ ଏନେଇ ଶ୍ରୀମନ୍ଦିର ପକ୍ଷରୁ ଅବଗତ କରାଯାଇଛି।

Leave A Reply

Your email address will not be published.