Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଓଏଲ୍‌ ବ୍ୟୁରୋ: ଜୟପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ୨ ବାଇକ ମୁହାଁମୁହିଁ ଧକ୍କା ହେବା ଦ୍ୱାରା ୩ ଚାଲିଯାଇଥିବାବେଳେ ୪ ଗୁରୁତର ଆହତ ହୋଇଛନ୍ତି। ସଦର ଥାନା ଗାଗନାପୁରରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ୪ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ସାନମୁଣ୍ଡାପଦର ଓ ଧନୁପୁର ଅଞ୍ଚଳର ହୋଇଥିବାବେଳେ ବିଳମ୍ବିତ ରାତିରେ ଯାତ୍ରା ଦେଖି ଫେରୁଥିବା ବେଳେ ଅଘଟଣ ସନ୍ଦେହ କରାଯାଉଛି।

Leave A Reply

Your email address will not be published.