Odisha Link
Bridging the Missing Links in Odisha

ବାଜିଛି ନିର୍ବାଚନୀ ବିଗୁଲ; ଷ୍ଟ୍ରଙ୍ଗରୁମକୁ ଆସିଲା ଇଭିଏମ୍

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ହେଲେ ଅଟକିଛି ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ ଆଜି ଷ୍ଟ୍ରଙ୍ଗରୁମକୁ ଆସିଲା ଇଭିଏମ୍। ଭୁବନେଶ୍ୱର ବିଜେବି କଲେଜକୁ ଇଭିଏମ୍ ଅଣାଯାଇଛି। କଡା ସୁରକ୍ଷା ମଧ୍ୟରେ ଭୁବନେଶ୍ୱର ବିଜେବି କଲେଜରେ ଇଭିଏମ୍ ରଖାଯାଇଛି।

Leave A Reply

Your email address will not be published.