Odisha Link
Bridging the Missing Links in Odisha
Daily Archives

April 16, 2024

ସମ୍‌ ଫୁଲନଖରା କ୍ୟାମ୍ପସ୍‌ରେ ଜଟିଳ…

ଓଏଲ୍‌ ବ୍ୟୁରୋ: ଜୀବାଣୁ ସଂକ୍ରମଣ ଯୋଗୁଁ କିଡ୍‌ନୀରେ ପ୍ରବାହ ସହ ସେପ୍‌ଟିକ୍‌ ସକ୍‌ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଯାହାକୁ ଡାକ୍ତରୀ ଭାଷାରେ ପାଇଲୋନେଫ୍ରାଇଟିସ୍‌ ବୋଲି କୁହାଯାଇଥାଏ ସେଭଳି ଜଟିଳ ରୋଗରେ ପୀଡ଼ିତ ଥିବା ଜଣେ ରୋଗୀଙ୍କର ସଫଳ ଚିକିତ୍ସା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌…

ଏନକାଉଣ୍ଟର: ୧୦ ମାଓବାଦୀ ନିପାତ, ୨ ଯବାନ…

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର ହୋଇଥିବା ଖବର ସାମ୍ନାକୁ ଆସିଛି। ଏନକାଉଣ୍ଟରରେ ୧୦ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଥିବାବେଳେ ୨ ଯବାନ ଆହତ ହୋଇଛନ୍ତି। ଛତିଶଗଡ଼ କାଙ୍କେର ଜିଲ୍ଲା କଲପର ଜଙ୍ଗଲରେ ଏହି ବଡ଼ ଧରଣର ଏନକାଉଣ୍ଟର ହୋଇଛି। ଏନକାଉଣ୍ଟର ସମୟରେ ଅନେକ ମାଓ ସାମଗ୍ରୀ ସମେତ…

ଗଡ଼ିଲା ଅଣଲେଉଟା ରଥ; ଲିଙ୍ଗରାଜ ମନ୍ଦିର…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଆଶୋକାଷ୍ଟମୀ। ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥ ଯାତ୍ରା ଦେଖିବାକୁ ଜନସମାଗମ ସୃଷ୍ଟି ହୋଇଛି। ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ…

ମିଳିଲାନି ଟିକେଟ୍; ପ୍ରଭୁ ଖାଟୁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଏସବୁ ମଧ୍ୟରେ ଆଜି ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆଉ ୨୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବରୁ ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା ଦଳ। ସବୁଠୁ ବଡ଼ କଥା ହେଲା…

ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ:…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ର ଫଳାଫଳ। ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଥିବା ବେଳେ ଓଡ଼ିଆ ପୁଅ ଅନିମେଷ ପ୍ରଧାନ ଦ୍ୱିତୀୟ ଓ ଅନନ୍ୟା ରେଡ୍ଡୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ୟୁପିଏସସି ପରୀକ୍ଷାରେ…

କାହିଁକି ପଦ୍ମ ଧରିଲେ ପୂର୍ବତନ ବିଜେଡି…

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ…

ରାଜ୍ୟରେ ଭୀଷଣ ଖରା: ଆଜି ବି ରାଜଧାନୀରେ…

ଓଏଲ୍‌ ବ୍ୟୁରୋ: ପୁଣି କଲବଲ କଲାଣି ତାତି। ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ତାତି ବୃଦ୍ଧି ପାଇଛି। ୧୭ ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ। ୪୩ ରୁ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ହୋଇଛି। ପାଣିପାଗ ବିଭାଗ କେନ୍ଦ୍ରର…

ଯାଜପୁର ବସ୍‌ ଦୁର୍ଘଟଣା: ମିଳିଲା ୪…

ଓଏଲ୍‌ ବ୍ୟୁରୋ: ସୋମବାର ରାତିରେ ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ହୋଇଥିଲା। ଏନ୍‌ଏଚ୍‌-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ରୁ ତଳକୁ ଖସି ପଡ଼ିଥିଲା ଗୋଟିଏ ଯାତ୍ରୀବାହୀ ବସ୍‌। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ କଟକ ବଡ଼…

ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା:…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଆଶୋକାଷ୍ଟମୀ। ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥ ଯାତ୍ରା ଦେଖିବାକୁ ଜନସମାଗମ ସୃଷ୍ଟି ହୋଇଛି। ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ…

ଦଳ ବିରୋଧୀ କାର୍ଯ୍ୟ ପଡ଼ିଲା ମହଙ୍ଗା:…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ…