ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ଜାଣନ୍ତୁ କେଉଁଠି, କେବେ ମତଦାନ?

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ। ସେହିପରି ଦେଶରେ ଚତୁର୍ଥ ପର୍ଯ୍ୟାୟ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ବିଜ୍ଞପ୍ତି … Continue reading ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ଜାଣନ୍ତୁ କେଉଁଠି, କେବେ ମତଦାନ?