Odisha Link
Bridging the Missing Links in Odisha
Daily Archives

April 21, 2024

ଘସିପୁରାରୁ ବିଜେପି ପ୍ରାର୍ଥୀ ସୌମ୍ୟ!

ଭୁବନେଶ୍ବର: ପୂର୍ବତନ ବିଜୁ ଜନତା ଦଳ ନେତା ସୌମ୍ୟରଂଜନ ପଟ୍ଟନାୟକଙ୍କ ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା ଚାଲିଥିବାବେଳେ ସେ ଭାରତୀୟ ଜନତା ପାର୍ଟିରେ ଯୋଗଦେବା ନେଇ ସୂଚନା ମିଳୁଛି। ସୂତ୍ର ଅନୁସାରେ ତାଙ୍କୁ ବିଜୁ ଜନତା ଦଳକୁ ଫେରାଇ ଆଣିବା ପାଇଁ ଦଳ ପକ୍ଷରୁ ପ୍ରଣବ ପ୍ରକାଶ ଦାସ ଓ ଅନ୍ୟ ନେତା…

ଗ୍ରୀଷ୍ମ ଅବକାଶ: ଏପ୍ରିଲ୍ ୨୫ରୁ ସ୍କୁଲ୍…

ଓଏଲ୍ ବ୍ୟୁରୋ: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ବଢୁଥିବା ତାତିକୁ ନଜରରେ ରଖି ଆସନ୍ତା ୨୫ ତାରିଖରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା…

ମହାପ୍ରଭୁଙ୍କ ଦୟଣା ଚୋରି ନୀତି;…

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି। ଏଥିପାଇଁ ବାଙ୍ଗାଲୋରରୁ ଆସି ପହଞ୍ଚି ସାରିଛି ମହାପ୍ରଭୁଙ୍କ ଦୟଣା। ଓଡ଼ିଶା ଜଳବାୟୁରେ ଦୟଣା ଉତ୍ପାଦନ ହେଉ ନଥିବାରୁ ବାଙ୍ଗାଲୋରରୁ କିଛି ଓଡ଼ିଆ ଏହାକୁ ପଠାଇଛନ୍ତି। ପୂର୍ବରୁ ଦକ୍ଷିଣ ଭାରତରୁ ମହାପ୍ରଭୁଙ୍କ ପାଇଁ ଦୟଣା…