Odisha Link
Bridging the Missing Links in Odisha
Daily Archives

April 24, 2024

କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ଉପରେ…

ଓଏଲ୍‌ ବ୍ୟୁରୋ: କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ। ଏଣିକି ଅନଲାଇନ୍‌, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକଙ୍କୁ ଯୋଡ଼ି ପାରିବନି କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ। ଏଥିସହିତ ନୂଆ କ୍ରେଡିଟ କାର୍ଡ ପ୍ରଦାନ ଉପରେ ମଧ୍ୟ ଆରବିଆଇ ନେଇଛି ବଡ଼…

ଆରସିବି ପରେ IPLରୁ ବାଦ ପଡ଼ିବ ଏହି ଦଳ,…

ଓଏଲ୍‌ ବ୍ୟୁରୋ: ରୋଚକ ମୋଡରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୭ ତମ ସଂସ୍କରଣ। ବର୍ତ୍ତମାନ ଚଳିତ ସିଜିନର ଓଲଟା ଗଣତି ଆରମ୍ଭ ହୋଇ ସାରିଛି। ଅର୍ଥାତ୍‌ ଆରମ୍ଭ ହୋଇ ସାରିଛି ଦ୍ବିତୀୟ ଚରଣ ମୁକାବିଲା। ସମସ୍ତ ଟିମ୍‌ ପ୍ଲେ ଅଫ୍‌ ଦୌଡ଼ରେ ରହିବା ପାଇଁ ଲଢ଼େଇ ଜାରି ରଖିଛନ୍ତି। ଏହି ଦୌଡ଼ରେ ସବୁଠୁ…

ସରକାରଙ୍କ ଅଭିନବ ପ୍ରୟାସ; ଖରା ଛୁଟିରେ…

ଓଏଲ୍ ବ୍ୟୁରୋ: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ବଢୁଥିବା ତାତିକୁ ନଜରରେ ରଖି ଆସନ୍ତାକାଲି ୨୫ ତାରିଖରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା…

ନିର୍ବାଚନ ସମୀକ୍ଷା ବୈଠକ: ସ୍ୱଚ୍ଛ, ଅବାଧ…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା‌ ଆରମ୍ଭ ହୋଇଛି। ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ କସରତ ଜାରି…

ନବୀନଙ୍କ ଆଶୀର୍ବାଦ ଲୋଡ଼ିଲେ ବିଜେପି ନେତା

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ବିଜେପିର ତାରକା ପ୍ରଚାରକ ତାଲିକାରେ ସ୍ଥାନ ପାଇବା ପରେ ଦଳର ନବସଂଯୁକ୍ତ ନେତା ତଥା ଅଭିନେତା ଅନୁଭବ ମହାନ୍ତି ସାମାଜିକ ଗଣମାଧ୍ୟମରେ ଏକ ଧନ୍ୟବାଦ ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ବିଜାପି ରାଷ୍ଟ୍ରୀୟ ଅଧ୍ୟକ୍ଷ…

ନବରଙ୍ଗପୁର: ୩ ମାଝୀଙ୍କ ମଧ୍ୟରେ…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଆଉ ଦିନକ ପରେ ହେବ ଭୋଟ ଗ୍ରହଣ। ସେହିଭଳି ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ;…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରୁ…

ଆଜି ବସିବ ଛତିଶା ନିଯୋଗ ବୈଠକ; ଚନ୍ଦନ…

ଓଏଲ୍‌ ବ୍ୟୁରୋ: ଆଜି ବସିବ ଛତିଶା ନିଯୋଗ ବୈଠକ। ଅପରାହ୍ଣ ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ କରାଯିବ। ଚତୂର୍ଦ୍ଧାମୂର୍ତ୍ତିଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ନେଇ ବିସ୍ତୃତ ଆଲୋଚନା ହେବ। ଆସନ୍ତା ମେ ୧୦ ତାରିଖରେ ହେବାକୁ ଥିବା ଅକ୍ଷୟ…

ବ୍ରହ୍ମପୁର ଆସନରେ ହେବ ଜୋରଦାର ଲଢେଇ;…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାରର ଶେଷ ଦିନ। ସେହିଭଳି ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା‌ ଆରମ୍ଭ ହୋଇଛି।…

ପୁଣି କ୍ଷମା ମାଗିଲେ ଯୋଗ ଗୁରୁ;…

ଓଏଲ୍‌ ବ୍ୟୁରୋ: ବିଭ୍ରାନ୍ତକାରୀ ବିଜ୍ଞାପନ ମାମଲାରେ ବାବା ରାମଦେବ ଓ ପତଞ୍ଜଳିର ମ୍ୟାନେଜିଂ ଡାଇରେକ୍ଟର ଆଚାର୍ଯ୍ୟ ବାଳକୃଷ୍ଣଙ୍କ ଅଡ଼ୁଆ ବଢ଼ିବାରେ ଲାଗିଥିବାବେଳେ ପୁଣିଥରେ କ୍ଷମା ମାଗିଛନ୍ତି। ସୁପ୍ରିମକୋର୍ଟଙ୍କ ଚେତାବନୀ ପରେ ଯୋଗ ଗୁରୁ ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ପରିଚାଳନା…