Odisha Link
Bridging the Missing Links in Odisha

ଏନ୍‌କାଉଣ୍ଟର: ୨ ମାଓବାଦୀଙ୍କ ମୃତ୍ୟୁ

ଓଏଲ୍‌ ବ୍ୟୁରୋ: ବୌଦ୍ଧରେ କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ ହୋଇଥିବା ଖବର ସାମ୍ନାକୁ ଆସିଛି।କଣ୍ଟାମାଳ ଥାନା ପଢ଼େଲ ଡ୍ୟାମ୍‌ ନିକଟ ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ଦୀର୍ଘ ଏକ ଘଣ୍ଟାରୁ ଅଧିକ ସମୟ ହେବ ଚାଲିଛି ଗୁଳି ବିନିମୟ। ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଗ୍ରେନେଡ ଓ ମାଓ ସାମଗ୍ରୀ ଜବତ ହୋଇଛି। ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.