Odisha Link
Bridging the Missing Links in Odisha

ସୁକମାରେ ଏନ୍‌କାଉଣ୍ଟର: ଜଣେ ନକ୍ସଲ ନିହତ, ସର୍ଚ୍ଚ ଅପରେସନ ଜାରି

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ ହୋଇଥିବା ଖବର ସାମ୍ନାକୁ ଆସିଛି। ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଖବର ସାମ୍ନାକୁ ଆସିଛି। ସୁରକ୍ଷାକର୍ମୀ ଏନ୍‌କାଉଣ୍ଟର ପରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏହା ପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.