Odisha Link
Bridging the Missing Links in Odisha
Monthly Archives

April 2024

ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି;…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଟପିଲା। ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ତାଟିକୁ ନଜରରେ ରଖି…

ଯବାନ-ମାଓବାଦୀ ମୁହାଁମୁହିଁ: ୪ ନକ୍ସଲ…

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ପୁଣି ଡିଆରଜି ଯବାନ-ମାଓବାଦୀ ମୁହାଁମୁହିଁ ହୋଇଥିବା ଜଣା ପଡିଛି। ଛତିଶଗଡ଼ ନାରାୟଣପୁରରେ ଏନ୍‌କାଉଣ୍ଟର ହୋଇଛି। ଏନ୍‌କାଉଣ୍ଟରରେ ୪ ନକ୍ସଲ ନିପାତ ହୋଇଥିବା ସୂଚନା ରହିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ସୁଚାହନ ଅନୁସାରେ, ଗତକାଲି ଏସଓଜି ଯବାନ-ମାଓବାଦୀ…

ସମଲେଶ୍ବରୀଙ୍କ ଦର୍ଶନ କଲେ ପ୍ରଣବ ପ୍ରକାଶ…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…

ଶାହଙ୍କ ବିକୃତ ଭିଡିଓ ମାମଲା: ତେଲଙ୍ଗାନା…

ଓଏଲ୍‌ ବ୍ୟୁରୋ: ଚର୍ଚ୍ଚାରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ବିକୃତ ଭିଡିଓ ମାମଲା। ବିକୃତ ଭିଡିଓ ସୋଶିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କ ସମେତ ସମୁଦାୟ ୮ ଜଣଙ୍କୁ ନୋଟିସ ଜାରି କରାଯାଇଛି। ସମସ୍ତଙ୍କୁ ପଚରାଉଚରା ନିମନ୍ତେ ଦିଲ୍ଲୀ ଡକାଯାଇଥିବା ବେଳେ…

ରାଜ୍ୟରେ ପ୍ରଚଣ୍ଡ ତାତି; ସକାଳୁ ୩୮…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଟପିଲା। ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିଭଳି ତାଳଚେରରେ…

ଭୁବନେଶ୍ବର ବିମାନବନ୍ଦରରୁ ଜବତ ହେଲା…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବର ବିମାନବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ ହୋଇଛି। ଦୁଇ ଜଣ ବ୍ୟକ୍ତିଙ୍କ ଠାରୁ ଏହି ଟଙ୍କା ଜବତ ସୂଚନା ରହିଛି। ଲଗେଜ୍‌ ସ୍କାନିଂ ବେଳେ ଟଙ୍କା ଥିବା ଜଣାପଡ଼ିଥିଲା। ଜଣେ ଦିଲ୍ଲୀରୁ ଓ ଆଉ ଜଣେ ଚେନ୍ନାଇରୁ ଆସିଥିଲେ। କେଉଁଥି ପାଇଁ ଏତେ ଟଙ୍କା ଆସିଥିଲା ଏନେଇ ତଦନ୍ତ ଚାଲିଛି।

ଆଜି ନାମାଙ୍କନ ଭରିବେ ବିଜେଡି ମୁଖିଆ…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ଭରିବେ। ଆଜି ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ…

ସପ୍ତାହକରେ ୨ୟ ଥର ପାଇଁ ଓଡ଼ିଶା ଆସିବେ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନ ମାହୋଲ। ହେଲେ ଫୋକସ୍‌ରେ ଓଡ଼ିଶା। କାରଣ ଏକାଥରେ ବିଧାନସଭା ଓ ଲୋକସଭା ଅନୁଷ୍ଠିତ ହେଉଛି। ରାଜ୍ୟ ନେତାଙ୍କଠୁ ଆରମ୍ଭ କରି କେନ୍ଦ୍ରୀୟ ନେତାଙ୍କ ସ୍କାନରରେ ଓଡ଼ିଶା। ଅନ୍ୟପଟେ ନିର୍ବାଚନୀ ପ୍ରଚାରରେ କମ୍ପୁଛି ଗାଁରୁ ସହର। ଗତକାଲି ସାଲେପୁରରେ ପ୍ରଚାର କରିଥିବା…

ବଦଳିଲା ୟୁଜିସି-ନେଟ୍‌ ପରୀକ୍ଷା ତାରିଖ,…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଋତୁରେ ବଦଳିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ପରୀକ୍ଷା ତାରିଖ। ଏବେ ୟୁଜିସି-ନେଟ୍‌ ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି। ଜୁନ୍‌ ୧୬ରେ ହେବାକୁ ଥିବା ପରୀକ୍ଷା ଜୁନ୍‌ ୧୮ରେ ଅନୁଷ୍ଠିତ ହେବ। ଏନେଇ ୟୁଜିସି ମୁଖ୍ୟ ଜଗଦୀଶ କୁମାର ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଜଗଦୀଶ…

ବାଲିଗୁଡ଼ାରେ ବିଜେଡିର ବିଶାଳ…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…