Odisha Link
Bridging the Missing Links in Odisha

ଶ୍ରୀଜିଉଙ୍କ ବନକଲାଗି ନୀତି; ଆଜି ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ହେବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ ବନ୍ଦ ରଖାଯିବ।

Leave A Reply

Your email address will not be published.